ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଗଜପତି ମହାରାଜା ଓ ମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସମର୍ଥନ କରିବେ ରାଜ୍ୟ ସରକାର । ଏଭଳି ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗଜପତି ମହାରାଜା ଯାହା କହିଛନ୍ତି ଆମେ ସମର୍ଥନ ଜଣାଉଛୁ। ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ଆମର ପ୍ରାଥମିକତା ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହିଚନ୍ଦନ କହିଛନ୍ତି । ଜଗନ୍ନାଥ ସଂସ୍କୃତିକୁ ବିକୃତ, ଅସମ୍ମାନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ପ୍ରଥମେ ଆଲୋଚନା […]
ରାଜ୍ୟରେ ହାତୀ ମୃତ୍ୟୁ ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ପ୍ରତିକ୍ରିୟା ରଖିଛନ୍ତି । ଓଡ଼ିଶାରେ ହାତୀଙ୍କ ପାଇଁ ସ୍ଥାନ ଅଭାବ । ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି ।ସେ ଆହୁରି କହିଛନ୍ତି, ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି ଅନୁସାରେ, ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ । କିନ୍ତୁ ଏବେ ୪୦୦ ହାତୀ ଅଧିକ ଅର୍ଥାତ୍ […]
ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ ଆୟୋଜନ କରାଯିବ । ଆୟୋଜନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ।ଓଡ଼ିଶାର କିମ୍ବଦନ୍ତୀ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଅସ୍ମିତା ପାଇଁ ଏହା ଏକ ଶ୍ରଦ୍ଧାଞ୍ଜଳି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱାତଙ୍କୁ ମୋର […]
ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍ ଲାଇନ୍ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। କିଏ ଗୁଳି କରିଛି ଅସ୍ପଷ୍ଟ , ଜିଆରପି ଓ ସ୍ଥାନୀୟ ପୋଲିସର ଛାନଭିନ। ସୂଚନା ମୁତାବକ ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ ଟି ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏଭଳି ଭୟଙ୍କର ଘଟଣା ଘଟିଛି । ତେବେ କିଏ ଓ […]
ଦିନେ ଦୁଇ ଦିନରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ସହାୟତା । କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ ଜିଲ୍ଲାପାଳ। ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବାତ୍ୟା ଦାନା କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ ଆସିଲା ପରେ , କେନ୍ଦ୍ରୀୟ ଟିମ ଆସି ବାତ୍ୟା କ୍ଷୟକ୍ଷତି ଆକଳନ କରିଥିଲେ । ରିପୋର୍ଟ ଅନୁଯାୟୀ ବାତ୍ୟା ପ୍ରଭାବରେ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷୟକ୍ଷତି ହୋଇଛି । ୧୪ […]
ଯାତ୍ରା କମିଟି ମହାସଂଘର କର୍ମକର୍ତ୍ତାମାନେ ଆଜି ବିଭିନ୍ନ ଦାବି ନେଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବା ସହ ଯାତ୍ରାରେ ଅଶ୍ଳୀଳତା, ଦ୍ବିଅର୍ଥବୋଧକ ସଂଳାପ ଓ ସମାଜ ପ୍ରତି ଖରାପ ପ୍ରଭାବ ପକାଉଥିବା କିଛି ନାଟକ ଓ ବିଷୟକୁ ବିରୋଧ ନିମନ୍ତେ ମହାସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। ବର୍ତ୍ତମାନ ଯାତ୍ରାରେ ଅଶ୍ଲୀଳ ନୃତ୍ୟ ପରିବେଷଣକୁ ନେଇ ବିବାଦ […]
ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଛନ୍ତି। ପୁରୀ ଗଜପତି ମହାରାଜା କହିଛନ୍ତି, ଚିଠି ଲେଖିବା ସତ୍ତ୍ବେ ଇସ୍କନ ନ ମାନି ରଥ ଆୟୋଜନ କରୁଛି। ୩ ତାରିଖର ସ୍ନାନଯାତ୍ରାକୁ ବାତିଲ କଲେ କିନ୍ତୁ ରଥଯାତ୍ରା ଆୟୋଜନ କରୁଛନ୍ତି। ଶ୍ରୀମନ୍ଦିର ପରମ୍ପରା ଭାଙ୍ଗିବା ଠିକ ନୁହେଁ।୧୯୬୯ରୁ ଇସ୍କନ ଅଦିନରୁ ରଥଯାତ୍ରା ଆୟୋଜନ କରିଆସୁଛି। ବାରମ୍ବାର କହିବା ପରେ ୨୦୨୧ରୁ ଭାରତରେ ଅଦିନିଆ ରଥଯାତ୍ରା ହେଉନି। କିନ୍ତୁ ବିଦେଶରେ […]
ଆଗାମୀ ୯ ତାରିଖରେ ଆମେରିକାର ହ୍ୟୁଷ୍ଟନ ସହରରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା କରିବା ଜିଦ୍ରେ ଅଟଳ ରହିଛି ଇସ୍କନ। ସେମାନଙ୍କର ଏଭଳି ଶାସ୍ତ୍ର ଓ ପରମ୍ପରା ବିରୋଧୀ ନିଷ୍ପତ୍ତି ବିରୋଧରେ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। କୋଟି କୋଟି ହିନ୍ଦୁଙ୍କ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ଆମେରିକାରେ ରହୁଥିବା ପ୍ରବାସୀ ଓଡ଼ିଆ ଦାବି କରିଛନ୍ତି। ଇସ୍କନର ଏଭଳି ଶାସ୍ତ୍ର ବିରୋଧୀ କାର୍ୟ୍ୟ ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ଓଡ଼ିଆ ଅସ୍ମିତାର […]
ବୀଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଅଘଟଣ । ସ୍ୱାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ । ପତ୍ନୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ । ଦୁର୍ବୃତ୍ତଙ୍କ ଆକ୍ରମଣରେ ପତ୍ନୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ ହାରିଆମୁଣ୍ଡା ଗାଁରେ। ମୃତ ଦମ୍ପତି ହେଲେ ହାରିଆ ମୁଣ୍ଡା ଗାଁର ମହେନ୍ଦ୍ର ଖରା ଓ ସ୍ତ୍ରୀ ସାବିତ୍ରୀ ଖରା। ମହେନ୍ଦ୍ର ଓ ତାଙ୍କ ସ୍ତ୍ରୀ କୌଣସି […]
ଆସନ୍ତା ଦୁଇ ମାସ ମଧ୍ୟରେ ଆହୁରି ୨ ଲକ୍ଷ ଲିଟର ଦୁଗ୍ଧ କ୍ରୟ ଓ ବିକ୍ରୟ କରିବ ଓମ୍ଫେଡ୍। ଆଜି ଓମ୍ଫେଡ୍ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ହୋଇଛି ଏହି ନିଷ୍ପତ୍ତି। ଏବେ ଓମ୍ଫେଡ୍ ଦୈନିକ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରି ବଜାରରେ ବିକ୍ରି କରୁଥିବା ବେଳେ ଆହୁରି ୨ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ କରି ବିକ୍ରି କରିବ।ଏଥିସହ ଗ୍ରାମାଞ୍ଚଳ ଗ୍ରାହକଙ୍କୁ ଓମ୍ଫେଡ […]
ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଧାନସଂଗ୍ରହ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଧାନସଂଗ୍ରହ ପ୍ରକ୍ରିୟା ସ୍ୱଚ୍ଛ ଓ ସରଳ ହେବା ଉପରେ ଗୁରୁତ୍ୱାରୋପ କରିଥିଲେ । ସ୍ୱଚ୍ଛତା ବଜାୟ ରହିବା ସହ ସଂପୂର୍ଣ୍ଣ ପ୍ରକ୍ରିୟାକୁ ଦୁର୍ନୀତିମୁକ୍ତ କରିବା ନିମନ୍ତେ ତୃତୀୟ ପକ୍ଷ ଦ୍ୱାରା ଯାଞ୍ଚ କରାଯିବ । କୌଣସି ସୂଚନା […]
ବାଲେଶ୍ୱର ସମୁଦ୍ର ମଝିରେ ଦେଖିବାକୁ ମିଳିଛି ଏକ ବଡ ଆଶ୍ଚର୍ଯ୍ୟର ବସ୍ତୁ ଯାହାକୁ ଦେଖିବା ପାଇଁ ଲୋକ ମାନଙ୍କର ନାହିଁ ନ ଥିବାର ଭିଡ ଜମୁଛି । ସମୁଦ୍ର ମଝିରେ ଏ ଦୃଶ୍ୟକୁ ଦେଖି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି । ସୂଚନା ମୁତାବକ ବାଲେଶ୍ୱର ଜିଲ୍ଲା ଉଦୟପୁର ସମୁଦ୍ର ନିକଟରେ ଠାବ ହେଲା ବିରାଟ ଲୁହା ବସ୍ତୁ ।ବାତ୍ୟା ଦାନା କାରଣରୁ ଏହା ଭୋଗରାଇ ଉଦୟପୁର ସମୁଦ୍ର ନିକଟକୁ ଭାସିଆସିଥିବା ଅନୁମାନ କରାଯାଉଛି। ଏହି ଲୁହା […]
