ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ଏହି ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ପର୍ଯ୍ୟନ୍ତ ବ୍ୟାପ୍ତ ଅଛି । ତେବେ ଆସନ୍ତା ୨୧ ତାରିଖ ଦିନ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ଏହା ଅବପାତ ରୂପ […]

ପରିବର୍ତ୍ତନ ହେବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ।

ବିକଶିତ ଗାଁ ବିକଶିତ ଓଡିଶା ନାଁରେ ଚାଲିବ କାର୍ଯ୍ୟକ୍ରମ । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ, ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା ଦିଆଯିବ, ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଓ ପଞ୍ଚାୟତର ବିକାଶ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଖାଲି ସେତିକି ନୁହେଁ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି କହିଛନ୍ତି […]

ରାଜଧାନୀରେ ପୁଣି ଠାବ ହେଲା ସେକ୍ସ ରାକେଟ୍ ।

ରାଜଧାନୀରେ ପୁଣି ଠାବ ହେଲା ସେକ୍ସ ରାକେଟ୍ । ଭୁବନେଶ୍ୱରରେ ଏକ ସେଲୁନ୍ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିବା ସେକ୍ସ ରାକେଟ୍ ଠାବ କରିଛି ପୋଲିସ୍ । ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ପୋଲିସର ରେଡ୍ ପରେ ଏଭଳି କାଣ୍ଡ ସାମ୍ନାକୁ ଆସିଛି । ବଡଗଡ ପୋଲିସ୍ କୌଣସି ସୂତ୍ରରୁ ସେଠାରେ ଅନୈତିକ କାର୍ଯ୍ୟ ଚାଲୁଥିବାର ସୂଚନା ପାଇବା ପରେ ଚଢାଉ କରିଥିଲା । ତେବେ ଏହି ଚଢ଼ଉ ବେଳେ ଜଣେ […]

ପ୍ରଚଣ୍ଡ ଶବ୍ଦରେ ଥରିଲା ସାରା ମୟୂରଭଞ୍ଜ ।

ପ୍ରଚଣ୍ଡ ଶବ୍ଦରେ ଥରିଲା ସାରା ମୟୂରଭଞ୍ଜ । ଗତକାଲି ସନ୍ଧ୍ୟାରେ ୧୨୦ ମିନିଟ୍ ଧରି ଥରହର ହେଲା । ୭ ମିନିଟ୍‌ରେ ଆଜି ୪୪୧୫ ଥର ବଜ୍ରପାତ ହୋଇଥିବା ଦାମିନି ଆପ୍ ରେକର୍ଡ କରିଥିଲା । ବଜ୍ରପାତର ଶବ୍ଦ ଏତେ ଜୋର୍ ଥିଲା ଯେ ଲୋକେ ଘରେ କବାଟ କିଳି ଦେଇଥିଲେ । ଜିଲ୍ଲା ସଦର ମହକୁମା ବାରିପଦା, ବାଙ୍ଗିରିପୋଷି, ଶିମିଳିପାଳ, ବେତନଟୀ, ଖୁଣ୍ଟା, ଉଦଳା, ଡୁକୁରା, ବିଶୋଇ ଆଦି ଅଞ୍ଚଳରେ ଏହି ଶବ୍ଦ କାନକୁ ତାବ୍‌ଦା […]

ସାପକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଁଚିଲେ ବ୍ୟକ୍ତି

ବିହାରର ଜଣେ ବ୍ୟକ୍ତିଙ୍କୁ ଦୁନିଆର ସବୁଠୁ ବିଷଧର ସାପ ଭାବେ ବିବେଚନା କରାଯାଉଥିବା ଚନ୍ଦନ ମନ୍ଦନ ବୁଢା ଚୋଟ ମାରିବା ପରେ ତାକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି। ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିବା ବ୍ୟକ୍ତିଙ୍କ ବେକରେ ବୁଢା ସାପକୁ ଦେଖି ଡାକ୍ତରଖାନାରେ ରୋଗୀଙ୍କଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟକର୍ମୀ ସମସ୍ତେ ଭୟଭୀତ ହୋଇ ପଡ଼ିଥିଲେ। କାରଣ ସେ କେବଳ ସାପକୁ ବେକରେ ଗୋଡାଇ ନଥିଲେ, ଯନ୍ତ୍ରଣା ଜର୍ଜରିତ ଅବସ୍ଥାରେ ଯେଉଁପରି ଭାବେ ସାପକୁ ଜାବୁଡ଼ି ଧରିଥିଲେ ତାହା […]

ଟ୍ରେନରେ ବାଣ ନେଲେ ୩ ବର୍ଷ ଜେଲ

ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଟ୍ରେନରେ କୌଣସି ପ୍ରକାରର ଆତସବାଜି ଓ ଫୋଟକା ପରିବହନ ଉପରେ କଟକଣା କରିଛି। ଯଦି ନଜରକୁ ଆସେ ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି ।ପୂର୍ବତଟ ରେଳ ପଥ ଅଧୀନରେ ଚଳାଚଳ କରୁଥିବା ଟ୍ରେନଗୁଡିକରେ ଦହନଶୀଳ ଆତସବାଜି […]

ଓଡିଶାକୁ ବାତ୍ୟା ଆସିବା ସମ୍ଭାବନା କମ

ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ତାରିଖ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ଘନୀଭୂତ ହୋଇ ୨୪ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।ତେବେ ଜିଏଫ୍‌ଏସ୍‌ ମଡେଲ ଦର୍ଶାଇଛି, ୨୩ ତାରିଖ ବେଳକୁ ବାତ୍ୟା ସୃଷ୍ଟି ହୋଇ ସମୁଦ୍ରରେ ଥିବ । ୨୪ ତାରିଖ ବେଳକୁ ଏହା […]

୩ଟି ନୂଆ ବାଟାଲିୟନ ଗଠନକୁ ମଞ୍ଜୁରୀ

ରାଜ୍ୟରେ ନକ୍ସଲ ମୁକାବିଲା ପାଇଁ ଅବସରପ୍ରାପ୍ତ ସେନା ଓ କେନ୍ଦ୍ରୀୟ ପୁଲିସ ଫୋର୍ସର ଯବାନମାନଙ୍କୁ ନିୟୋଜିତ କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦୦୯ଜଣ ସେନା ଯବାନ ଓ ଅଫିସରଙ୍କୁ ନେଇ ୩ଟି ସ୍ୱତନ୍ତ୍ର ବାଟାଲିୟନ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ପ୍ରତ୍ୟେକ ବାଟାଲିୟନରେ ୬ଟି କମ୍ପାନୀ ଓ ଗୋଟିଏ ହେଡକ୍ୱାର୍ଟର କମ୍ପାନୀ ରହିବେ । ପ୍ରତ୍ୟେକ ବାଟାଲିୟନରେ ଜଣେ କମାଣ୍ଡାଣ୍ଟ, ୩ଜଣ ଡେପୁଟି କମାଣ୍ଡାଣ୍ଟ, ୭ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫୧ଜଣ ଜୁନିୟର କମିଶନଡ ଅଫିସର(ଜେସିଓ) ଓ […]

ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ଆକ୍ରମଣ: ପନ୍ତି ବଡୁ ସେବକ ନିଲମ୍ବିତ

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ହୋଇଛନ୍ତି।। ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ କରିବାକୁ ନିଷିଦ୍ଧ କରାଯାଇଛି। ସେପଟେ ଏହି ଘଟଣାକୁ ନେଇ ମୁଖ୍ୟ ପ୍ରଶାସକ କହିଛନ୍ତି ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ବରଦାସ୍ତ କରାଯିବନି। ସୂଚନା ମୂତାବକ ଶୁକ୍ରବାର ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ […]

ବାଲ୍ୟ ବିବାହକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ଦେଶରେ ହେଉଥିବା ବାଲ୍ୟ ବିବାହକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ। ଏହି ପ୍ରସଙ୍ଗକୁ ନେଇ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିବା ସହ ଗାଇଡଲାଇନ୍‌ ଜାରି କରିଛନ୍ତି।ବାଲ୍ୟ ବିବାହ ନିଷେଧ ଆଇନକୁ ବ୍ୟକ୍ତିଗତ ଆଇନ ଦ୍ୱାରା ବନ୍ଦ କିମ୍ବା ପ୍ରତିରୋଧ କରାଯାଇପାରିବ ନାହିଁ ବୋଲି ଆଜି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଏହା ପସନ୍ଦର ଜୀବନସାଥୀ ପାଇବାର ସ୍ୱାଧୀନ ଇଚ୍ଛାକୁ ଲ୍ଲଂଘନ କରୁଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ଜେବି ପାର୍ଦିୱାଲା ଓ […]

ହବିଷ୍ୟାଳି ମା’ମାନଙ୍କ ଅସୁବିଧା ପାଇଁ ମୁଖ୍ୟମନ୍ତ୍ରୀଙ୍କ କ୍ଷୋଭ ପ୍ରକାଶ

ପୂଣ୍ୟମାସ ‘କାର୍ତ୍ତିକ’ ପାଇଁ ପୁରୀ ଶ୍ରୀମନ୍ଦିରରେ ରାଜ୍ୟର ବିଭିନ୍ନ ସ୍ଥାନରୁ ହବିଷ୍ୟାଳିମାନେ ଏକଜୁଟ ହୋଇଛନ୍ତି। ବ୍ରତରଖି ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ବରିଷ୍ଠ ନାଗରିକମାନେ ଲକ୍ଷ୍ୟ ରଖୁଛନ୍ତି। ଏହାରି ମଧ୍ୟରେ କିଛି ତ୍ରୁଟି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ଷୋଭ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିଭିନ୍ନ ଗଣମାଧ୍ୟମରେ କିଛି ହବିଷ୍ୟାଳି ମା’ମାନଙ୍କ ଅସୁବିଧା ବିଷୟରେ ଅବଗତ ହେବା ପରେ ମୁଁ ବ୍ୟକ୍ତିଗତ ଭାବେ ବିଭାଗୀୟ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ […]

ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ପରେ କ୍ଷମା ପ୍ରାର୍ଥନା କଲେ ଅଭିନେତା

ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ପୋଷ୍ଟକୁ ନେଇ ତାତିଲେ ଛାତ୍ର କଂଗ୍ରେସ । ଅଭିନେତାଙ୍କ ନାଁରେ ଥାନାରେ କଲେ ଲିଖିତ ଅଭିଯୋଗ । କଂଗ୍ରେସର କହିବା କଥା, ସୋସିଆଲ ମିଡିଆରେ ଅଭିନେତା ବୁଦ୍ଧାଦିତ୍ୟ ଆମ ନେତା ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଏକ ବୟାନ ରଖି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଫଟୋ ସହ ପୋଷ୍ଟ କରିଛନ୍ତି । ତେବେ ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ପରେ କ୍ଷମା ପ୍ରାର୍ଥନା କଲେ ଅଭିନେତା । ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା […]