ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି । ଟିଏମସି କର୍ମୀ-ବିଜେପି କର୍ମୀଙ୍କ ମଧ୍ୟରେ ଚାଲିଛି ଛକାପଞ୍ଝା । କଲକାତା ଆଗେଇ ଚାଲିଛି ବିଜେପି । ଏହାରି ଭିତରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭୋଟ ଗଣନା ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ପୁଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । କଲକାତା ଆଜି ବିଜୟ ସେଲିବ୍ରେସନ କରିବାକୁ ମନା କରାଯାଇଛି । ଅନ୍ୟପଟେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି କ୍ଷମତା ହରାଇବା ପରି ମନେ ହେଉଛି। ପ୍ରାୟ […]
ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି।ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ କିସ୍ତିରୁ ବାଦ୍ ପଡ଼ିଥିବା ପ୍ରାୟ ୭୯ ହଜାରରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ଆଜି ସୁଭଦ୍ରା ଅର୍ଥରାଶି ଆସିଛି । ମୋଟ ଉପରେ ୧ ଲକ୍ଷ ୨୩ ହଜାର ୮୪୯ ଜଣ ବଞ୍ଚିତ ହିତାଧିକାରୀଙ୍କୁ ମିଳିଛି ।ଅନ୍ୟପଟେ, ସୁଭଦ୍ରା ହେଲ୍ପ ଡେସ୍କରେ କାର୍ଯ୍ୟରତ ଦୁଇ […]
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଜେକ୍ଟ ଫ୍ରିଡମ୍ ଘୋଷଣା କରିଛନ୍ତି, ଯାହା ହର୍ମୁଜ୍ ପ୍ରଣାଳୀରେ ଫସି ରହିଥିବା ଜାହାଜଗୁଡ଼ିକୁ ମୁକ୍ତ କରିବ । ଇରାନ ଟ୍ରମ୍ପଙ୍କ ଯୋଜନାକୁ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି ଏବଂ ଚେତାବନୀ ଦେଇଛି ଯେ ହର୍ମୁଜ୍ ପ୍ରଣାଳୀର ପରିଚାଳନାରେ ଆମେରିକାର ଯେକୌଣସି ହସ୍ତକ୍ଷେପକୁ ଜାରି ରହିଥିବା ଅସ୍ତ୍ରବିରତିର ଉଲ୍ଲଂଘନ ବୋଲି ବିବେଚନା କରାଯିବ । ଇରାନ ସଂସଦର ଜାତୀୟ ସୁରକ୍ଷା ଏବଂ ବୈଦେଶିକ ନୀତି କମିଟିର ମୁଖ୍ୟ ଇବ୍ରାହିମ ଅଜିଜି ଆମେରିକାକୁ କଡ଼ା […]
ରାୟଗଡା, ୦୩ ମଇ ୨୦୨୬: ଲାୟନ୍ସ କ୍ଲବ ରାୟଗଡା ନାଗାବଳୀ ପକ୍ଷରୁ ରବିବାର ଅପରାହ୍ନରେ ରାୟଗଡା ସହର ଅଂଟାରୀଗୁଡା ଢେପ ସାହି ବସ୍ତିରେ ଶିଶୁ ପୁଷ୍ଟିକର ସହାୟତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଶିଶୁମାନଙ୍କ ସ୍ୱାସ୍ଥ୍ୟ ଓ ପୁଷ୍ଟିକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ୭ ମାସରୁ ୧୫ ବର୍ଷ ବୟସର ୩୫ ଜଣ ଶିଶୁଙ୍କୁ ମିଶ୍ରିତ ଫଳ, ଫଳ ରସ ଏବଂ ବିସ୍କୁଟ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଜିଲ୍ଲା ଗଭର୍ଣ୍ଣର ଲାୟନ୍ ଡକ୍ଟର ହେମନ୍ତ କୁମାର ଖୁଣ୍ଟିଆ […]
କାଳବୈଶାଖୀର କ୍ଷୟକ୍ଷତି ରିପୋର୍ଟ ମାଗିଛି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ । ରିପୋର୍ଟର 24 ଘଣ୍ଟା ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ସେ ଆହୁରି ମଧ୍ୟ କହିଛନ୍ତି, “ବର୍ଷ ତମାମ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟକୁ ନେଇ ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତ ରୁହନ୍ତି । ଗ୍ରୀଷ୍ମପ୍ରବାହର ପ୍ରସ୍ତୁତି ଓ କାର୍ଯ୍ୟକାରିତା ଚାଲିଛି । କାଳବୈଶାଖୀ ପାଇଁ ମଧ୍ୟ ବିଭିନ୍ନ ବ୍ୟବସ୍ଥା ହୋଇଛି ।ସେ କହିଛନ୍ତି, “କାଳବୈଶାଖୀ […]
ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି । ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୪୯ ଆସନରେ ଆଗୁଆ ଥିବାବେଳେ ଟିଏମସି ୯୨ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟଦଳ ୪ ଆସନରେ ଆଗୁଆ ରହିଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେପି ବହୁମତ ହାସଲ କରିଛି । ଅନ୍ୟପଟେ ତାମିଲନାଡୁରେ ବଡ଼ ବିଜୟ ଆଡ଼କୁ ଅଗ୍ରସର […]
ରାଜ୍ୟରେ ବର୍ତ୍ତମାନ ମେଘୁଆ ପାଗ ରହିଥିବା ବେଳେ ତାତିରୁ ମିଳିଛି ଆଶ୍ଵସ୍ତି । କାଳବୈଶାଖୀ ପ୍ରଭାବରୁ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା, ପବନ ପାଇଁ ସତର୍କ କରିଛି ପାଣିପାଗ ବିଭାଗ । ଆଜି କୋରାପୁଟ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ,ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏହି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ୫୦ରୁ ୬୦ କି.ମି ଝଡି ପବନ ହେବାର […]
ସୋମବାରଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ। ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ ଟେଷ୍ଟ (ସିବିଟି) ମୋଡରେ ହେବ।ରାଜ୍ୟର ୩୦ ଜିଲ୍ଲାରେ ୯୩ଟି ପରୀକ୍ଷା କେନ୍ଦ୍ର ଓ ରାଜ୍ୟ ବାହାରେ ଅର୍ଥାତ୍ କୋଲକାତା, […]
ଆରମ୍ଭ ହେଲା ଭୋଟ ଗଣତି। ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଉପରେ ନଜର । ଆସାମରେ ହ୍ୟାଟ୍ରିକ୍ ବିଜୟ ଲକ୍ଷ୍ୟରେ ବିଜେପି । ତାମିଲନାଡୁ, କେରଳମ୍ ଓ ପୁଡ଼ୁଚେରୀ ଉପରେ ସମସ୍ତଙ୍କ ଆଖି । ଭୋଟ୍ ଗଣତି ପାଇଁ ତ୍ରୀସ୍ତରୀୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ରାଜ୍ୟର ୨୯୩ ବିଧାନସଭା ଆସନ ପାଇଁ ଭୋଟ ଗଣତି ଆଜି ସକାଳ ୮ଟାରେ ଆରମ୍ଭ ହୋଇଛି ।ଏହାସହ ପ୍ରାରମ୍ଭିକ ଟ୍ରେଣ୍ଡ୍ ସାମ୍ନାକୁ ଆସିଛି । ପଶ୍ଚିମବଙ୍ଗରେ ବିଜେପି […]
ଜାତୀୟ ଶିକ୍ଷା ନୀତି (NEP-2020)ର କାର୍ଯ୍ୟାନ୍ୱୟନ ନେଇ ସ୍ଥାନୀୟ କନଭେନସନ ସେଣ୍ଟରରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଶୈକ୍ଷିକ ପରିବେଶରେ ଏକ ‘ବୈପ୍ଲବିକ ପରିବର୍ତ୍ତନ’ର ଆହ୍ୱାନ ଦେଇଛନ୍ତି।ଉଚ୍ଚ ଶିକ୍ଷା ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶକ୍ତିଶ୍ରୀ ଆପ୍ ଲଞ୍ଚ୍ କରିଛନ୍ତି।ମହିଳା ସଶକ୍ତିକରଣ ପାଇଁ ସରକାରଙ୍କର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଶୈକ୍ଷିକ ବାତାବରଣ ସହ କଲେଜ […]
ହିନ୍ଦୀ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଗୀତିକାର ତଥା କବି ପ୍ରସୂନ୍ ଯୋଶୀଙ୍କୁ ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ପ୍ରସୂନ୍ଙ୍କ ନାମ ଦେଶର ସାର୍ବଜନୀନ ପ୍ରସାରକର ମୁଖ୍ୟ ଭାବେ ଘୋଷଣା କରାଯାଇଛି।ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ଆଶୁତୋଷ ଗୋୱାରିକରଙ୍କୁ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ନିର୍ଦ୍ଦେଶକ ଭାବରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଦିଆଯିବାର ଦିନକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଡିସେମ୍ବରରେ ପ୍ରଶାସକ ନବନୀତ କୁମାର ସେହଗଲଙ୍କ […]
ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସରେ ସୂଚନା ଦେଇଛନ୍ତି।ବୈଷୟିକ ତ୍ରୁଟି କିମ୍ବା ବ୍ୟାଙ୍କ କେୱାଇସି (KYC) ଜନିତ ସମସ୍ୟା କାରଣରୁ ଯେଉଁ ଯୋଗ୍ୟ ମହିଳାମାନେ ପୂର୍ବରୁ ଟଙ୍କା ପାଇବାରୁ ବଞ୍ଚିତ ହୋଇଥିଲେ, ସେମାନଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯାଇଛି।ସୂଚନାଯୋଗ୍ୟ, ମାର୍ଚ୍ଚ ୮ ଅନ୍ତର୍ଜାତୀୟ […]
