OSSC ଅଧ୍ୟକ୍ଷ ହେଲେ ସୁଧାକର ବୁର୍ଗୀ

ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ଏବଂ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC)ର ବର୍ତ୍ତମାନ ସଦସ୍ୟ ସୁଧାକର ବୁର୍ଗୀଙ୍କୁ OSSCର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର ବୁର୍ଗିଙ୍କୁ ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ପରବର୍ତ୍ତୀ ନିର୍ଦେଶ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟିତ୍ଵ ତୁଲାଇବେ ବୁର୍ଗି।

ଅଧିକ ପଢନ୍ତୁ

kc ads