ନୟାଗଡ ନ୍ୟୁଜ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମଭିଆଇ ପଞ୍ଚାନନ ବେହେରାଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ ।