ଆଜିର ଖବର ରଥଯାତ୍ରା ପାଇଁ ବସ୍ ପାର୍କିଂଠାରୁ ଆରମ୍ଭ କରି ଟୋଲ୍ ଫି ଛାଡ଼, ଯାତ୍ରୀ ସୁବିଧା କେନ୍ଦ୍ର ଓ ବ୍ରେକଡାଉନ୍ ସେବା ମାଗଣା ରହିବ