ଆଜିର ଖବର ପିଏ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲା । ମାଲକାନଗିରି ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ଜାମିନ ।