ଆଜିର ଖବର ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତ୍ୟୁ ବରଣ କରିଥିବାବେଳେ ୫ଜଣ ବ୍ୟକ୍ତି ନିଖୋଜ