ଆଜିର ଖବର ଫେବ୍ରୁଆରି ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ଜୋରଦାର ପ୍ରସ୍ତୁତି ।
ଦେଶ ବିଦେଶ ବଜେଟ୍ ୨୦୨୫-୨୬ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କ’ଣ ଶସ୍ତା ଏବଂ କ’ଣ ମହଙ୍ଗା ହେବ ।