ଆଜିର ଖବର ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୨,୯୦୩ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୧,୦୪,୮୦,୭୦୫ ଟଙ୍କା ଆଦାୟ ହୋଇଅଛି