ବାଇକ ଦୁର୍ଘଟଣାରେ ବିଦ୍ୟାଳୟ କିରାଣୀଙ୍କ ମୃତ୍ୟୁ

ନୟାଗଡ଼,(ଓଡ଼ିଶା ଦର୍ପଣ): ଏକ ବାଇକ ଦୁର୍ଘଟଣାରେ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲର କାର୍ଯ୍ୟରତ କିରାଣୀ ଦିବାକର ତ୍ରିପାଠୀ(୪୬)ଙ୍କ ମୃତ୍ୟୁ ଘଟିଛି। ଆଜି ପୂର୍ବାହ୍ନରେ  ଭୁବନେଶ୍ୱର ବୋର୍ଡ଼ ଅଫିସକୁ ଅନ୍ୟ ଜଣେ କର୍ମଚାରୀଙ୍କ ସହିତ ବିଦ୍ୟାଳୟ କାର୍ଯ୍ୟରେ ନିଜ ବାଇକରେ ଯାଉଥିବା ବେଳେ ଖୋର୍ଦ୍ଧା ନିକଟ ପିତାପଲ୍ଲୀ ଛକ ନିକଟରେ ସାମନା ପଟୁ ଆସୁଥିବା ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କ ପଛରେ ବସିଥିବା ଅନ୍ୟ ଜଣେ ଗୁରୁତର […]