ନୟାଗଡ଼,(ଲକ୍ଷ୍ମୀଧର ସାହୁ): ସମଗ୍ର ବିଶ୍ୱରେ ନାଟକର ମହତ୍ତ୍ଵକୁ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ଏଥିପ୍ରତି ଆଗ୍ରହ ସୃଷ୍ଟିକରିବା ଲକ୍ଷ୍ୟ ନେଇ ପ୍ରତିବର୍ଷ ପାଳିତ ହେଉଛି ବିଶ୍ୱ ନାଟ୍ୟ ଦିବସ। ଏହି ଉପଲକ୍ଷେ ନୟାଗଡର ପ୍ରମୁଖ ନାଟ୍ୟ ଅନୁଷ୍ଠାନ ମଂଚାୟନ ତରଫରୁ ନ୍ୟୁ ଜନତା କଂପ୍ଳେକ୍ସ ପରିସରରେ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ଡ. ଅରୁଣ କୁମାର ସାହୁ ଯୋଗଦେଇ ନାଟକ କେବଳ ମନୋରଂଜନ ପାଇଁ ନୁହେଁ ବରଂ ସୁସ୍ଥ ତଥା ସକାରାତ୍ମକ ସମାଜ ଗଠନରେ […]