ନୟାଗଡ଼, (ଓଡ଼ିଶା ଦର୍ପଣ): କଳା ପଲସରରେ ଆସି ଝାମ୍ପି ନେଲେ ଟଙ୍କା ଗହଣା ଏବଂ ପୋଲିସ ହାତରେ ଧାରାପଡ଼ି ଜେଲ ଗଲେ ତିନି ଡକାୟତ। ନୟାଗଡ଼ ଟାଉନ୍ ଥାନା ପୁଲିସ ଆଜି ଏହି ତିନି ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥି ସହିତ ଲୁଟ ହୋଇଥିବା ସାମଗ୍ରୀକୁ ଉଦ୍ଧାର କରିବାରେ ସକ୍ଷମ ହୋଇଛି । ସୁଚନାନୁସାରେ ଇଟାମାଟି ଥାନା ଭୁତଡି ଗ୍ରାମର ଶରତ କୁମାର ପ୍ରଧାନ ଓ ତାଙ୍କ ସ୍ତ୍ରୀ ରଶ୍ମିତା […]
