ନବନିର୍ମିତ ସମ୍ମିଳନୀ କକ୍ଷରେ ପ୍ରଥମ ସାହିତ୍ୟ ସଭା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ପ୍ରାୟ ଦେଢ଼କୋଟି ବ୍ୟୟ ବରାଦରେ ନିର୍ମିତ ଏହି ଦୁଇଶହ ଆସନ ବିଶିଷ୍ଟ ସମ୍ମିଳନୀ କକ୍ଷରେ ନୟାଗଡ଼ ଅଞ୍ଚଳରେ ଥିବା ବିଭିନ୍ନ ସହିତ୍ୟନୁଷ୍ଠାନ ମାନଙ୍କୁ ନେଇ ଆଜି ପ୍ରଥମ ସାହିତ୍ୟ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନୟାଗଡ଼ ବିଧାୟକ ଡ.ଅରୁଣ ସାହୁ ଯୋଗଦେଇ ସାହିତ୍ୟ ଜୀବନକୁ ସରସ ସୁନ୍ଦର ଓ ସାବଲୀଳ […]

Odisha Darpan Digital