ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାରୁ ଉତ୍ପତ୍ତି ଲାଭ କରିଥିବା ଛେନାପୋଡ଼ ଆଜି ସମଗ୍ର ବିଶ୍ୱ ଦରବାରରେ ପ୍ରସିଦ୍ଧି ଲାଭ କରିଛି। ମିଠା ଜଗତର ବାଦଶାହ ଭାବେ ପରିଚିତ ଏହି ଛେନାପୋଡ଼ ନୟାଗଡ଼ ଜିଲ୍ଲାର ଗର୍ଵ ଏବଂ ଗୌରବର ପ୍ରତୀକ ଅଟେ। ପ୍ରତିବର୍ଷ ଅପ୍ରେଲ ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଥିବା ବେଳେ ଜିଲ୍ଲାର ଅଗ୍ରଣୀ ପବ୍ଲିକେଶନ ହାଉସ ଦର୍ପଣ ପବ୍ଲିକେଶନ ତଥା ନୟାଗଡ଼ ଦର୍ପଣ ପରିବାର ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ଖୁବ […]