ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଲି ପକ୍ଷରୁ ଆଜି ୬୫ ତମ ବାର୍ଷିକ ସାଧାରଣ ସଭା ନୟାଗଡ଼ଡିଆରଡିଏର ସୃଜନ ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ନାଥ ସାହୁଙ୍କସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍ ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ପାଦକ ପ୍ରଶନ୍ନ କୁମାର ପାଲ ବାର୍ଷିକ ବିବରଣୀ […]