ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଛାତ୍ରଛାତ୍ରୀଙ୍କୁ ସନ୍ତୁଳିତ ପରିବେଶ ତଥା ସବୁଜ ପୃଥିବୀ ଗଠନ ପାଇଁ ପ୍ରେରିତ କରିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ମାନଙ୍କରେ “ଜାତୀୟ ଯୁବ ବାହିନୀ ତଥା ଇକୋ କ୍ଲବ୍” କାର୍ଯ୍ୟ କରୁଛି l ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ ପ୍ରତିଷ୍ଠିତ ଇକୋ କ୍ଲବ୍ ଅଧୀନରେ ଗତକାଲି ଇକୋ କ୍ଳବ୍ର ବାର୍ଷିକୋତ୍ସବ ପାଳିତ ହୋଇଥିବା ବେଳେ ବ୍ଲକ୍ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ କର୍ମଶାଳାରେ ଅତିଥି ଭାବରେ ଯୋଗଦେଇଥିଲେ l ମୋ ସ୍କୁଲ କମିଟିର ସଭାପତି ଭଗବାନ୍ ଜେନା , […]