ନୟାଗଡ଼, (ଲକ୍ଷ୍ମୀଧର ସାହୁ): ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ବଜାର ଦରକୁ ଦୃଷ୍ଟିରେ ରଖି ସାଧାରଣ ଖାଉଟି ମାନେ ଆର୍ଥିକ ବୋଝରୁ ମୁକୁଳିବା ପାଇଁ ନୂତନ ଭାବେସରକାରଙ୍କ ତରଫରୁ ଦିଆଯାଇଥିବା ଏକ ହଜାର ଟଙ୍କାର ସହାୟତା ରାଶି ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ପ୍ରଦାନ କରାଯାଇଛି । ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ହିତାଧୂକାରୀ ମାନଙ୍କ […]