ନୟାଗଡ଼,(ଓଡ଼ିଶା ଦର୍ପଣ): ଗାନ୍ଧୀଜୀଙ୍କୁ ଗୋପବନ୍ଧୁଙ୍କ ସଂପର୍କରେ ଜଣାଇବା ମୂଳରେ ଯେଉଁ ଓଡିଆ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ମିଶ୍ର ଙ୍କର ୫୮ ତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧ ବାର୍ଷିକୀ ଆଜି ନୟାଗଡ଼ସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳିତ ହୋଇ ଯାଇଛି। ପୂଜ୍ୟପୂଜା କମିଟି, ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ରୋଟାରୀ କ୍ଳବ୍, ଭାରତ […]