ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନିକଟରେ କେନ୍ଦ୍ର ସରକାର ତାଳଚେର-ଗୋପାଳପୁର ନୂତନ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାକୁ ନେଇ ନୟାଗଡ଼ ଜିଲ୍ଲାରେ ଖୁସୀର ମାହୋଲ ସୃଷ୍ଠି ହୋଇଥିବା ବେଳେ ତାଳଚେର-ଗୋପାଳପୁର ରେଳପଥ ନିର୍ମାଣ କ୍ରିୟାନୁଷ୍ଠାନ କମିଟି ଏବଂ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି । ସୂଚନା ଯୋଗ୍ୟ ଯେ ୧୯୯୦ ମସିହାରୁ ସର୍ଭେ ଆରମ୍ଭ ହୋଇଥିବା ୨୯୩ କିମି ଦେର୍ଘ୍ୟ ଏହି ରେଳପଥ ନିର୍ମାଣ ହେଲେ ଏହାଦ୍ୱାରା […]