ଗ୍ରୀଷ୍ମ ପାଇଁ ଶିକ୍ଷା ଅନୁଷ୍ଠାନ, ଅଫିସ, ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ଜାରୀ କଲେ ଆଡଭାଇଜରି

ଭୁବନେଶ୍ବର(ଓଡ଼ିଶା ଦର୍ପଣ): ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି। ତେବେ ଏହି ଗ୍ରୀଷ୍ଣ ପ୍ରବାହ ପୂର୍ବରୁ ରାଜ୍ୟ ସରକାର ଜାରି କରିଛନ୍ତି ପରାମର୍ଶ। ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ଅଫିସ ଏବଂ ଜନସାଧାରଣ ତାହାକୁ ପାଳନ କରିବା ପାଇଁ ନିବେଦନ କରାଯାଇଛି। ସେଗୁଡିକ ହେଲା.. ଗ୍ରୀଷ୍ମ ପ୍ରବାହ ଜନିତ ରୋଗ ଓ କ୍ଷୟକ୍ଷତି ରୋକିବା ପାଇଁ ଜନସଚେତନତା […]