ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ବ୍ଲକ ଅନ୍ତର୍ଗତ ନଡ଼ିଆଳି ଗ୍ରାମ ପଞ୍ଚାୟତରେ ଆଜି ନୂତନ କଲ୍ୟାଣ ମଣ୍ଡପର ଉଦ୍ଘାଟନ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ କଲ୍ୟାଣୀ ମଣ୍ଡପର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଏକ ବିରାଟ ବାଇକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ୩୦୦ ରୁ ଉର୍ଦ୍ଧ୍ୱ ବାଇକ୍ ଖୁଣ୍ଟୁବନ୍ଧ କାଳିଆଷଣ୍ଢ ଯାତ୍ରା ପଡିଆରୁ ବାହାରି ନଡ଼ିଆଳି, ହିଞ୍ଜିଳିଗାଡିଆ, ବଢ଼ିଆସାହି, ପାଟଣା ସାହି ଦେଇ ପଲ୍ଲୀସାଶନ ବାଲୁଙ୍କେଶ୍ୱର ମନ୍ଦିର […]