ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତି କ୍ରମେ, ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ବିଦ୍ୟାଳୟ ଅଧ୍ୟକ୍ଷ ଭବେଶ କୁମାର ନାୟକ ଅତିଥି ପରିଚୟ ଏବଂ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସଡ଼କ ସୁରକ୍ଷା ଏବଂ ତଦ ଜନିତ ଆଇନ, ପରିବର୍ତ୍ତିତ କ୍ଷତିପୂରଣ ଧାରା ଏବଂ ବିଭିନ୍ନ ପ୍ରକାରର ଶ୍ରମ ଏବଂ ଶ୍ରମିକ […]