ଆଇନ ସହାୟତା କର୍ମୀଙ୍କ ପ୍ରଶିକ୍ଷଣ ଶିବିର

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧକ୍ଷ୍  ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶକ୍ରମେ, ଆଇନ ସହାୟତା କର୍ମୀ ଙ୍କ ନିମନ୍ତେ  ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଅଛି। ରେଜିଷ୍ଟ୍ରାର, ସିଭିଲ କୋର୍ଟ ତଥା ପ୍ରଧାନ ବିଚାରପତି କିଶୋର ନ୍ୟାୟ ପରିଷଦ ଡଃ ନିଶାକର ସାହୁ ବାଳ ଅପରାଧର ତର୍ଜମା, ବିଚାର ପ୍ରକ୍ରିୟା , ନୀତି ନିୟମ ଓ ସୁଧାର ପ୍ରକ୍ରିୟା ଉପରେ […]