ଅରୁଣ ଆରମ୍ଭ କଲେ ମୋଟିଭେସନାଲ କ୍ଳାସ, ଖେଳ ପଡ଼ିଆ ଦେଖୁନଥିବା ଲୋକଙ୍କୁ ଡାକ୍ତରଖାନା ସ୍ୱାଗତ କରିବ

ନୟାଗଡ଼,(ଓଡ଼ିଶା ଦର୍ପଣ): ବାଜିଛି ନିର୍ବାଚନ ବିଗୁଲ । ଏହା ମଧ୍ୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବହୁ ଦିନ ଧରି ଆରମ୍ଭ କରିଛନ୍ତି ନୂଆ ପ୍ରୟାସ । ବିଭିନ୍ନ ସମୟରେ ଛାତ୍ର ଓ ଯୁବକ ମାନଙ୍କୁ ନେଇ ସୁସ୍ଥ ସମାଜ ଗଠନ ସହିତ ଯୁବକ ମାନେ କିପରି ଶାରିରୀକ ମାନସିକ ସ୍ତରରେ ସୁସୁ ରହିବେ ସେଥି ନିମନ୍ତେ ଆରମ୍ଭ କରିଛନ୍ତି ପ୍ରୟାସ । ନିର୍ବାଚନ ରଣକ୍ଷେତ୍ରକୁ ଓହ୍ଲାଇଥିବା ଅରୁଣ ଏହା ମଧ୍ୟରେ ଯୁବ ଛାତ୍ରଙ୍କୁ […]