ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଶିକ୍ଷା ବ୍ୟବସ୍ଥାରେ ଅଂଶ ଗ୍ରହଣ କାରୀଙ୍କ ପାଇଁ ରାଜ୍ୟ ସରକାର ୨୦୨୨ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଆରମ୍ଭ କରିଥିଲେ। ଏହି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଦ୍ବାରା ୫୦ ହଜାରରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ, ୧୫ ଶହ ଶିକ୍ଷକ, ସ୍କୁଲ ପରିଚାଳନା କମିଟି, ଆଲୁମିନି, ଗ୍ରାମପଞ୍ଚାୟତ ଏବଂ ଜିଲ୍ଲା ପ୍ରଶାସକଙ୍କୁ ସମ୍ମାନିତ କରାଯାଉଛି। ଏନେଇ ନୟାଗଡ଼ ଷ୍ଟାଡିୟମଠାରେ ଗୁରୁବାର ଜିଲ୍ଲାସ୍ତରୀୟମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ […]