ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଗଣତନ୍ତ୍ର ଆଜି ରାଜନୈତିକ ବ୍ୟକ୍ତିମାନଙ୍କ ଦ୍ୱାରା ତା’ର ଗରିମା ହରାଇବା ସହ ସମ୍ପୂର୍ଣ୍ଣ କଳୁଷିତ । ଗୋଟିଏ ନିର୍ଦ୍ଦିଷ୍ଟ ଶ୍ରେଣୀ ବା ଗୋଷ୍ଠୀ ଦ୍ୱାରା ଗଣତନ୍ତ୍ର ଆଜି ନିୟନ୍ତ୍ରିତ । ଯେଉଁ ମାନଙ୍କ ପାଖରେ ପ୍ରଚୁର ଧନ ଅଛି ସେମାନଙ୍କର କ୍ରୀଡ଼ନକ ଭାବରେ ଗଣତନ୍ତ୍ର ନିୟନ୍ତ୍ରିତ ହୋଇଥାଏ । ପ୍ରତ୍ୟେକ ବ୍ୟକ୍ତିର ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବାର ଅଧିକାର ଅଛି ବୋଲି ସମ୍ବିଧାନ କହେ । ମାତ୍ର ସାଧାରଣ ଲୋକଟିର ପ୍ରଚୁର ଅର୍ଥ ନଥିଲେ ନା […]