ଆରକ୍ଷୀ ପ୍ରଶିକ୍ଷଣର ପାସିଂ ଆଉଟ ସମାରୋହ, ୪୪୬ ପୁଲିସ କନେଷ୍ଟବଳ ପାସ୍ ଆଉଟ୍

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ଼ ସ୍ଥିତ ପୁଲିସ ପ୍ରଶିକ୍ଷଣ ବିଦ୍ୟାଳୟରେ ୫୪ତମ ଆରକ୍ଷୀ ପ୍ରଶିକ୍ଷଣ ପାସିଂ ଆଉଟ ସମାରୋହଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ୍ ଏକାଡେମୀର ଆରକ୍ଷୀ ମହାନିର୍ଦ୍ଦେଶକ ସାଇନି ଏସ୍ ଯୋଗ ଦେଇ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଏସପି ରାହୁଲ୍ ଜୈନ, ପ୍ରଶିକ୍ଷଣ କେନ୍ଦ୍ର ଅଧ୍ୟକ୍ଷ ଭବେଶ କୁମାର ନାୟକ ଏହି ଉତ୍ସବରେ ଯୋଗ ଦେଇଥିଲେ । ୨୦୨୩ ମସିହା ମଇମାସରେ ଏହି ପ୍ରଶିକ୍ଷଣ କେନ୍ଦ୍ରରେ […]