ଶାନ୍ତିଲତା ବାରିକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ସଭା

ନୟାଗଡ଼,(ଓଡ଼ିଶା ଦର୍ପଣ) :ଓଡ଼ିଶାର ସ୍ଵନାମଧନ୍ୟା କଣ୍ଠଶିଳ୍ପୀ ତଥା ଭଜନ ସାମ୍ରାଜ୍ଞି ସ୍ବର୍ଗତ ଶାନ୍ତିଲତା ବାରିକଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ସମ୍ମୁଖ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଥିଲା।ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଏକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଥିଲେ।ଭାବପୂର୍ଣ୍ଣ କଣ୍ଠରେ ତାଙ୍କ […]

Odisha Darpan Digital