ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲାଠାରେ ନବନିର୍ମିତ ରେଳ ଷ୍ଟେସନ ଗତ ଜାନୁଆରୀ ୬ ତାରିଖରେ ରେଳମନ୍ତ୍ରୀଙ୍କ ଦ୍ୱାରା ବିଧିବଦ୍ଧ ଭାବେ ଉଦଘାଟିତ ହେବା ପରେ ନୟାଗଡ଼ ଟାଉନରୁ ଭୁବନେଶ୍ୱର ଯାଉଥିବା ସେବା ଏକ୍ସପ୍ରେସ ସେହି ଦିନଠାରୁ ଦଶପଲ୍ଲାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ନିୟମିତ ଚଳାଚଳ କରୁଛି । ସେହିପରି ନୟାଗଡ଼ରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନଟି ମଧ୍ୟ ଦଶପଲ୍ଲାରୁ ପୁରୀକୁ ନିୟମିତ ଚଳାଚଳ କରୁଛି । ରେଳସେବା ଜିଲ୍ଲାର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବା ପରଠାରୁ […]